Numbers 29:38 — Compare Translations
5 translations compared side by side
Odia - 1840
"ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛଳେି, ଏ ସମସ୍ତ ନିତ୍ଯ ହାମବେଳି ଓ ସମାନଙ୍କେ ଅନୁରୂପ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି, ଏ ସମସ୍ତ ନିତ୍ୟ ହୋମବଳି ଓ ସେମାନଙ୍କ ଅନୁରୂପ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାପାର୍ଥକ ବଳିରୂପେ ଏକ ଛାଗ, ଏ ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।