Numbers 29:39 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ତୁମ୍ଭମାନଙ୍କର ପର୍ବଦିନ ରେ ସଦାପ୍ରଭୁଙ୍କୁ ଏହିସବୁ ବଳିଦାନ ଦିଅ। ତୁମ୍ଭମାନଙ୍କ ହାମବେଳି ତୁମ୍ଭମାନଙ୍କ ଶସ୍ଯ ନବୈେଦ୍ଯ, ତୁମ୍ଭମାନଙ୍କ ପଯେ ନବୈେଦ୍ଯ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି। ତୁମ୍ଭମାନଙ୍କ ସଂୟୋଗ ବିଶଷେ ପ୍ରତିଜ୍ଞା ନବୈେଦ୍ଯ ଓ ସ୍ବେଚ୍ଛାମୂଳକ ନବୈେଦ୍ଯ ଉତ୍ସର୍ଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ ଓ ସ୍ଵେଚ୍ଛାଦତ୍ତ ଉପହାର ସମ୍ଵନ୍ଧୀୟ ତୁମ୍ଭମାନଙ୍କ ହୋମବଳି ଓ ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ଛଡ଼ା ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ତୁମ୍ଭମାନଙ୍କର ପର୍ବଦିନରେ ସଦାପ୍ରଭୁଙ୍କୁ ଏହିସବୁ ବଳିଦାନ ଦିଅ। ତୁମ୍ଭମାନଙ୍କ ହୋମବଳି ତୁମ୍ଭମାନଙ୍କ ଶସ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି। ତୁମ୍ଭମାନଙ୍କ ସଂଯୋଗ ବିଶେଷ ପ୍ରତିଜ୍ଞା ନୈବେଦ୍ୟ ଓ ସ୍ୱେଚ୍ଛାମୂଳକ ନୈବେଦ୍ୟ ଉତ୍ସର୍ଗ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ-ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।