Numbers 29:4 — Compare Translations
5 translations compared side by side
Odia - 1840
"ଓ ସାତଟି ମଷେଶାବକ ମଧ୍ଯରୁ ପ୍ରତି ମଷେଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁମଇଦା ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ଓ ସାତୋଟି ମେଷଶାବକ ମଧ୍ୟରୁ ପ୍ରତି ମେଷଶାବକ ନିମନ୍ତେ ଅର୍ଦ୍ଧହିନ ତୈଳମିଶ୍ରିତ ସରୁମଇଦା ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;
Odia IRV 2017 (ଓଡିଆ ବାଇବେଲ)
ଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;