Numbers 29:40 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ ଯେଉଁ ସବୁ ଆଜ୍ଞା ଦଇେଥିଲେ, ମାଶାେ ସେ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଲେ, ମୋଶା ସେସମସ୍ତ ଇସ୍ରାଏଲ-ସନ୍ତାନଗଣକୁ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ ଯେଉଁସବୁ ଆଜ୍ଞା ଦେଇଥିଲେ, ମୋଶା ସେ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।