Numbers 29:5 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭର ପାପର ପ୍ରଯଶ୍ଚିତ ପାଇଁ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭର ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛାଗ ଉତ୍ସର୍ଗ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।