Numbers 29:6 — Compare Translations

5 translations compared side by side

Odia - 1840
"ଅମାବାସ୍ଯା ରେ ନିତ୍ଯ ହାମବେଳି ସହିତ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଏ ସମସ୍ତ ଉତ୍ସର୍ଗ କରିବ। ଏହା ସଦାପ୍ରଭୁଙ୍କୁ ସୁବାସିତ ଉପହାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି ବିଧିମତେ ଉଭୟର ପେୟ-ନୈବେଦ୍ୟ, ଛଡ଼ା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଅମାବାସ୍ୟାରେ ନିତ୍ୟ ହୋମବଳି ସହିତ ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ଏ ସମସ୍ତ ଉତ୍ସର୍ଗ କରିବ। ଏହା ସଦାପ୍ରଭୁଙ୍କୁ ସୁବାସିତ ଉପହାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ-ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।