Numbers 29:7 — Compare Translations
5 translations compared side by side
Odia - 1840
"ପୁଣି ସପ୍ତମ ମାସର ଦଶମ ଦିନ ରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବୋ ଉଚିତ୍। ସେ ଦିନ ରେ ତୁମ୍ଭମାନେେ ଆପଣା ଆପଣା ପ୍ରାଣକୁ ନମ୍ର କରିବା ଉଚିତ୍ ଏବଂ ସହେି ଦିନ କୌଣସି ପ୍ରକାର କାର୍ୟ୍ଯ କରିବା ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାୟଶ୍ଚିତ୍ତର ଦିନ “ପୁଣି ସପ୍ତମ ମାସର ଦଶମ ଦିନରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବା ଉଚିତ୍। ସେ ଦିନରେ ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ ନମ୍ର କରିବା ଉଚିତ୍ ଏବଂ ସେହି ଦିନ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;