Numbers 29:8 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ତ, ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡିକର କୌଣସି ଖୁଣ ନଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁ; ହେବେ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ଢ, ଏକ ଅଣ୍ତିରା ମେଷ ଓ ଏକବର୍ଷୀୟ ସାତୋଟି ମେଷଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡ଼ିକର କୌଣସି ଖୁଣ ନ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;