Numbers 3:1 — Compare Translations
5 translations compared side by side
Odia - 1840
"ସହେିଦିନ ସୀନଯ ପର୍ବତ ରେ ସଦାପ୍ରଭୁ ମାଶାଙ୍କେ ସଙ୍ଗେ କଥା ହେଲେ, ହାରୋଣ ଓ ମାଶାଙ୍କେର ବଂଶାବଳୀ ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣଙ୍କର ବଂଶ ଯାଜକ ସେହି ଦିନ ସୀନୟ ପର୍ବତରେ ସଦାପ୍ରଭୁ ମୋଶାଙ୍କ ସଙ୍ଗେ କଥା ହେଲେ, ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହି ଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।
Odia IRV 2017 (ଓଡିଆ ବାଇବେଲ)
ଯେଉଁଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହିଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।