Numbers 3:10 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ଵ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ତୁମ୍ଭେ ହାରୋଣ, ତା’ର ପୁତ୍ରଗଣଙ୍କୁ ଯାଜକରୂପେ ନିଯୁକ୍ତ କରିବ। ସେମାନେ ଯାଜକରୂପେ ସେବାକାର୍ଯ୍ୟ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆସେ, ତାକୁ ଆଇନ ସଙ୍ଗତ କାର୍ଯ୍ୟ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ-ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।