Numbers 3:12 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ କହିଥିଲି ଇଶ୍ରାୟେଲର ପ୍ରେତ୍ୟକକ ବଂଶର ପ୍ରଥମ ଜାତ ମାରେ ସବେକ ହବେ। ବର୍ତ୍ତମାନ ଲବେୀୟମାନେ ମାରେ ଅଧିକୃତ, ତେଣୁ ଇଶ୍ରାୟେଲୀୟମାନଙ୍କ ପ୍ରଥମ ଜାତ ପରିବର୍ତେ ଲବେୀୟମାନେ ମାରେ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ କହିଥିଲି ଇସ୍ରାଏଲର ପ୍ରତ୍ୟେକ ବଂଶର ପ୍ରଥମଜାତ ମୋର ସେବକ ହେବ। ବର୍ତ୍ତମାନ ଲେବୀୟମାନେ ମୋର ଅଧିକୃତ, ତେଣୁ ଇସ୍ରାଏଲୀୟମାନଙ୍କ ପ୍ରଥମଜାତ ପରିବର୍ତ୍ତେ ଲେବୀୟମାନେ ମୋର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।