Numbers 3:13 — Compare Translations

5 translations compared side by side

Odia - 1840
"ଯେତବେେଳେ ତୁମ୍ଭମାନେେ ମିଶର ରେ ଥିଲ, ସେତବେେଳେ ମୁଁ ମିଶରୀଯମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ଯା କରିଥିଲି। ଇଶ୍ରାୟେଲ ରେ ସମସ୍ତ ମନୁଷ୍ଯ ଓ ପଶୁର ପ୍ରଥମଜାତକୁ ମାେ ପାଇଁ ପବିତ୍ର କଲି। ସମାନେେ ସମସ୍ତେ ମାରେ ଅଧିକୃତ। ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେମାନେ ମିଶରରେ ଥିଲ, ସେତେବେଳେ ମୁଁ ମିଶରୀୟମାନଙ୍କର ପ୍ରଥମଜାତ ସନ୍ତାନଙ୍କୁ ହତ୍ୟା କରିଥିଲି। ଇସ୍ରାଏଲରେ ସମସ୍ତ ମନୁଷ୍ୟ ଓ ପଶୁର ପ୍ରଥମଜାତକୁ ମୋ’ ପାଇଁ ପବିତ୍ର କଲି। ସେମାନେ ସମସ୍ତେ ମୋର ଅଧିକୃତ। ମୁଁ ସଦାପ୍ରଭୁ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହିଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”