Numbers 3:14 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁ ସୀନଯ ମରୁଭୂମିରେ ମାଶାଙ୍କେୁ ପୁଣି କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସଦାପ୍ରଭୁ ସୀନୟ ମରୁଭୂମିରେ ମୋଶାଙ୍କୁ ପୁଣି କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,