Numbers 3:15 — Compare Translations
5 translations compared side by side
Odia - 1840
" ଲବେୀୟମାନଙ୍କୁ ସମାନଙ୍କେର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବଯସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ଗଣନା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଲେବୀୟମାନଙ୍କୁ ସେମାନଙ୍କର ପିତୃଗୃହ ଓ ପରିବାରବର୍ଗ ଅନୁସାରେ ଗଣନା କର। ତୁମ୍ଭେ ସମସ୍ତ ପୁରୁଷ ଓ ଏକ ମାସରୁ ଅଧିକ ବୟସ୍କ ବାଳକମାନଙ୍କୁ ଗଣନା କରିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”
Odia IRV 2017 (ଓଡିଆ ବାଇବେଲ)
“ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”