Numbers 3:16 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଆଜ୍ଞାପ୍ରମାଣେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମସ୍ତଙ୍କୁ ଗଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।