Numbers 3:18 — Compare Translations

5 translations compared side by side

Odia - 1840
"ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ଆପଣା ବଂଶାନୁସାରେ ଗେର୍ଶୋନ୍ର ସନ୍ତାନମାନଙ୍କ ନାମ ଲିବ୍ନି ଓ ଶିମୀୟି ।
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନ ପରିବାରବର୍ଗର ନାମ ଲି‌ବ୍‌ନି ଓ ଶିମିୟି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।