Numbers 3:19 — Compare Translations

5 translations compared side by side

Odia - 1840
"ପୁଣି ଆପଣା ବଂଶ ଅନୁସାରେ କାହାତର ପରିବାରବର୍ଗର ନାମ ଅମ୍ରମ, ୟିଷହର, ହିବ୍ରୋଣ ଓ ଉଷୀଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ଆପଣା ବଂଶାନୁସାରେ କହାତ୍ର ସନ୍ତାନମାନଙ୍କ ନାମ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆପଣା ବଂଶ ଅନୁସାରେ କହାତର ପରିବାରବର୍ଗର ନାମ ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।