Numbers 3:20 — Compare Translations

5 translations compared side by side

Odia - 1840
"ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି। ଏମାନେ ଆପଣା ପିତୃଗୃହ ଅନୁସାରେ ଲେବୀୟମାନଙ୍କ ବଂଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।