Numbers 3:21 — Compare Translations

5 translations compared side by side

Odia - 1840
"ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗେର୍ଶୋନଠାରୁ ଲିବ୍ନି ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନଠାରୁ ଲି‌ବ୍‌ନି ବଂଶ ଓ ଶିମିୟିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀୟ ବଂଶ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।