Numbers 3:22 — Compare Translations
5 translations compared side by side
Odia - 1840
"ଏମାନଙ୍କ ମଧିଅରେ ଓ ଏକମାସରୁ ଅଧିକ ବଯସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନଙ୍କ ମଧ୍ୟରେ ଓ ଏକ ମାସରୁ ଅଧିକ ବୟସ୍କ ବାଳକ ଗଣନା ଅନୁସାରେ 7,500 ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚ ଶହ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚଶହ ହେଲା।