Numbers 3:23 — Compare Translations

5 translations compared side by side

Odia - 1840
"ଗେର୍ଶୋନୀଯ ପରିବାରବର୍ଗ ପଶ୍ଚିମ ଦିଗ ରେ ପବିତ୍ର ତମ୍ବୁର ପଶ୍ଚାତ ଭାଗ ରେ ଛାଉଣୀ ସ୍ଥାପନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍ ଭାଗରେ ଛାଉଣି ସ୍ଥାପନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଗେର୍ଶୋନୀୟ ପରିବାରବର୍ଗ ପଶ୍ଚିମ ଦିଗରେ ପବିତ୍ର ତମ୍ବୁର ପଶ୍ଚାତ ଭାଗରେ ଛାଉଣି ସ୍ଥାପନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।