Numbers 3:24 — Compare Translations
5 translations compared side by side
Odia - 1840
"ପୁଣି ଲାଯଲରେ ପୁତ୍ର ଇଲୀଯାସଫ ଗେର୍ଶୋନୀଯ ପରିବାରବର୍ଗର ଅଧିପତି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲାୟେଲର ପୁତ୍ର ଇଲୀୟାସଫ୍ ଗେର୍ଶୋନୀୟ-ମାନଙ୍କ ପିତୃଗୃହର ଅଧିପତି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଲାୟେଲର ପୁତ୍ର ଇଲୀୟାସଫ ଗେର୍ଶୋନୀୟ ପରିବାରବର୍ଗର ଅଧିପତି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।