Numbers 3:25 — Compare Translations

5 translations compared side by side

Odia - 1840
"ସମାଗମ ତମ୍ବୁ ରେ ଗେର୍ଶୋନର ପରିବାରର କର୍ତ୍ତବ୍ଯ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ ତମ୍ବୁର ଫାଟକର ଆଛାଦନ କନାର ଯତ୍ନ ନବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମାଗମ-ତମ୍ଵୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ଵୁ, ତହିଁର ଛାତ, ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର
Odia Bible ERV 2004 (ପବିତ୍ର ବାଇବଲ)
ସମାଗମ-ତମ୍ବୁରେ ଗେର୍ଶୋନର ପରିବାରର କର୍ତ୍ତବ୍ୟ ଥିଲା, ପବିତ୍ର ତମ୍ବୁର ଛାତ ଏବଂ ସମାଗମ-ତମ୍ବୁର ଫାଟକର ଆଚ୍ଛାଦନ କନାର ଯତ୍ନ ନେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,