Numbers 3:26 — Compare Translations

5 translations compared side by side

Odia - 1840
"ସମାନେେ ପବିତ୍ର ତମ୍ବୁର ପ୍ରାଙ୍ଗଣ ରେ ଓ ବଦେୀ ରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପ୍ରାଙ୍ଗଣର ପରଦାସକଳ ଓ ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପବିତ୍ର ତମ୍ବୁର ପ୍ରାଙ୍ଗଣରେ ଓ ବେଦିରେ ଥିବା ପରଦାର, ପ୍ରାଙ୍ଗଣର ପ୍ରବେଶ ଫାଟକର ଏବଂ ସମସ୍ତ ରଜ୍ଜୁର ଯତ୍ନ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।
Odia IRV 2017 (ଓଡିଆ ବାଇବେଲ)
ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।