Numbers 3:27 — Compare Translations
5 translations compared side by side
Odia - 1840
"ପୁଣି କହାତ୍ଠାରୁ ଅମ୍ରମୀଯ ବଂଶ ୟିଷ୍ହରୀଯ ବଂଶ, ଦିବ୍ରୋଣୀଯ ବଂଶ ଓ ଉଷୀଯଲେୀଯ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀଯ ବଂଶ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କହାତ୍ଠାରୁ ଅମ୍ରମୀୟ ବଂଶ ଓ ଯିଷ୍ହରୀୟ ବଂଶ ଓ ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କହାତ୍ଠାରୁ ଅମ୍ରମୀୟ ବଂଶ ଯିଷ୍ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।