Numbers 3:28 — Compare Translations

5 translations compared side by side

Odia - 1840
"ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କର ସଂଖ୍ଯା କହାତୀଯ ପରିବାରବର୍ଗର 8,300 ଓ ସମାନେେ ପବିତ୍ର ସ୍ଥାନର ରକ୍ଷକ ରୂପେ ନିୟୁକ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କର ସଂଖ୍ୟା କହାତୀୟ ପରିବାରବର୍ଗର 8,300 ଓ ସେମାନେ ପବିତ୍ର ସ୍ଥାନର ରକ୍ଷକ ରୂପେ ନିଯୁକ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।