Numbers 3:29 — Compare Translations

5 translations compared side by side

Odia - 1840
"କହାତୀଯ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗ ରେ ପବିତ୍ର ତମ୍ବୁ ନିକଟରେ ଛାଉଣୀ ସ୍ଥାପନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ପବିତ୍ର ତମ୍ବୁ ନିକଟରେ ଛାଉଣି ସ୍ଥାପନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
Odia IRV 2017 (ଓଡିଆ ବାଇବେଲ)
କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।