Numbers 3:30 — Compare Translations
5 translations compared side by side
Odia - 1840
"ଇଲୀପାପନ୍ ଉଷୀଯଲରେ ପୁତ୍ର କହାତୀଯ ପରିବାରବର୍ଗର ଅଧିପତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଉଷୀୟେଲର ପୁତ୍ର ଇଲୀଷାଫନ୍ କହାତୀୟ ବଂଶର ଅଧିପତି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀଷାଫନ୍ ଉଷୀୟେଲର ପୁତ୍ର କହାତୀୟ ପରିବାରବର୍ଗର ଅଧିପତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍ କହାତୀୟ ବଂଶର ଅଧିପତି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍ କହାତୀୟ ବଂଶର ଅଧିପତି ହେବ।