Numbers 3:31 — Compare Translations
5 translations compared side by side
Odia - 1840
"ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସିନ୍ଦୁକ ଓ ମେଜ ଓ ଦୀପବୃକ୍ଷ ଓ ଯଜ୍ଞବେଦି ଓ ପବିତ୍ର ସ୍ଥାନର ସେବା ସମ୍ଵନ୍ଧୀୟ ସକଳ ପାତ୍ର ଓ ପରଦା ଓ ତତ୍ସମ୍ଵନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ସିନ୍ଦୂକ, ମେଜ, ଦୀପରୁଖା, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳପାତ୍ର, ଏବଂ ପରଦା ସେମାନଙ୍କର ଦାୟିତ୍ୱରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।