Numbers 3:32 — Compare Translations
5 translations compared side by side
Odia - 1840
"ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ଵାବଧାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ହାରୋଣର ପୁତ୍ର ଇଲିୟାସର ସମସ୍ତଙ୍କ ମଧ୍ୟରେ ପ୍ରଧାନ ଲେବୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷୟର କାର୍ଯ୍ୟ କରନ୍ତି ସେମାନଙ୍କର ତତ୍ତ୍ୱାବଧାନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।