Numbers 3:33 — Compare Translations
5 translations compared side by side
Odia - 1840
"ମହଲୀଯ ପରିବାରବର୍ଗ ଏବଂ ମୂଶୀଯ ପରିବାରବର୍ଗ ମରାରୀଯଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀଯ ପରିବାର ଅନ୍ତଭୁର୍କ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ ।
Odia Bible ERV 2004 (ପବିତ୍ର ବାଇବଲ)
ମହଲୀୟ ପରିବାରବର୍ଗ ଏବଂ ମୂଶୀୟ ପରିବାରବର୍ଗ ମରାରୀୟଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀୟ ପରିବାର ଅନ୍ତର୍ଭୁକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।
Odia IRV 2017 (ଓଡିଆ ବାଇବେଲ)
ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।