Numbers 3:34 — Compare Translations
5 translations compared side by side
Odia - 1840
"ପୁଣି ଏମାନଙ୍କ ମଧିଅରେ ଏକ ମାସରୁ ଅଧିକ ବଯସ୍କ ପୁରୁଷମାନଙ୍କ ଗଣନା ଅନୁସାରେ 6,200 ଲୋକ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନା ଅନୁସାରେ 6,200 ଲୋକ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।