Numbers 3:35 — Compare Translations
5 translations compared side by side
Odia - 1840
"ଆଉ ଅବୀହଯଲର ପୁତ୍ର ସୂରୀଯଲେ ମରାରି ପରିବାରବର୍ଗର ଅଧିପତି। ସମାନେେ ଉତ୍ତର ଦିଗ ରେ ଆବାସ ନିକଟରେ ଛାଉଣୀ ସ୍ଥାପନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ପରିବାରବର୍ଗର ଅଧିପତି ହେବ। ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଅବୀହୟଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।