Numbers 3:36 — Compare Translations

5 translations compared side by side

Odia - 1840
"ମରାରି ପରିବାରର ସଭ୍ଯମାନେ କାଠପଟାଗୁଡିକ, ଅର୍ଗଳଗୁଡିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀଯ କାର୍ୟ୍ଯର ଦାଯିତ୍ବ ବହନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆବାସର ପଟା ଓ ଅର୍ଗଳ ଓ ସ୍ତମ୍ଭ ଓ ଚୁଙ୍ଗୀ ଓ ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସେବାକାର୍ଯ୍ୟ
Odia Bible ERV 2004 (ପବିତ୍ର ବାଇବଲ)
ମରାରି ପରିବାରର ସଭ୍ୟମାନେ କାଠପଟାଗୁଡ଼ିକ, ଅର୍ଗଳଗୁଡ଼ିକ, ସ୍ତମ୍ଭସମସ୍ତ, ଭିତ୍ତିସମସ୍ତ ଏବଂ ଅନ୍ୟସମସ୍ତ ସାମଗ୍ରୀ ଏବଂ ଏହି ସମ୍ବନ୍ଧୀୟ କାର୍ଯ୍ୟର ଦାୟିତ୍ୱ ବହନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,
Odia IRV 2017 (ଓଡିଆ ବାଇବେଲ)
ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ,