Numbers 3:37 — Compare Translations
5 translations compared side by side
Odia - 1840
"ସମାନେେ ମଧ୍ଯ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣ ରେ ବ୍ଯବହାର ହୁଏ ଏହି ସମସ୍ତର ଦାଯିତ୍ବ ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ ଓ ତହିଁର ସକଳ ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣରେ ବ୍ୟବହାର ହୁଏ ଏହି ସମସ୍ତର ଦାୟିତ୍ୱ ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି-ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।