Numbers 3:38 — Compare Translations
5 translations compared side by side
Odia - 1840
"ମାଶାେ, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖ ରେ ଛାଉଣୀ ସ୍ଥାପନ କରିବେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ପବିତ୍ରସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ୟାଏ, ତାକୁ ମୁତ୍ଯୁଦଣ୍ତ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ଵୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା ଓ ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖରେ ଛାଉଣି ସ୍ଥାପନ କରିବେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ପବିତ୍ର ସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ଯାଏ, ତାକୁ ମୃତ୍ୟୁଦଣ୍ତ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।