Numbers 3:39 — Compare Translations

5 translations compared side by side

Odia - 1840
"ମାଶାେ ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ରେ ଲବେୀୟମାନଙ୍କୁ ଗଣନା କଲେ। ଲବେୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବଯସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ଯା 2,200 ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାରେ ଲେବୀୟମାନଙ୍କୁ ଗଣନା କଲେ। ଲେବୀୟମାନଙ୍କ ବଂଶ ଅନୁସାରେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷମାନଙ୍କ ସଂଖ୍ୟା 22,000 ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।