Numbers 3:4 — Compare Translations

5 translations compared side by side

Odia - 1840
"ମାତ୍ର ନାଦବ ଓ ଆବୀହୂ ସୀନଯ ପ୍ରାନ୍ତର ରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ଯାଗ କଲେ। ସମାନଙ୍କେର ପୁତ୍ର ନଥିଲା; ଏଣୁ ଇଲିଯାସର ଓ ଇଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତି ରେ ଯାଜକକର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନାଦବ୍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏହେତୁରୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ନାଦବ ଓ ଅବୀହୂ ସୀନୟ ପ୍ରାନ୍ତରରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ୟାଗ କଲେ। ସେମାନଙ୍କର ପୁତ୍ର ନ ଥିଲା; ଏଣୁ ଇଲିୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତିରେ ଯାଜକକର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)