Numbers 3:40 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଇଶ୍ରାୟେଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବଯସ୍କ ସମସ୍ତ ଗଣନା କର ଓ ସମାନଙ୍କେର ନାମ ତାଲିକା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନଙ୍କ ପ୍ରଥମଜାତ ସନ୍ତାନଙ୍କ ସ୍ଥାନ ଗ୍ରହଣ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲର ପ୍ରଥମଜାତ ପୁରୁଷ ଲୋକମାନଙ୍କର ଏକ ମାସର ଅଧିକ ବୟସ୍କ ସମସ୍ତ ଗଣନା କର ଓ ସେମାନଙ୍କର ନାମ ତାଲିକା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମ ସଂଖ୍ୟା କର।”