Numbers 3:41 — Compare Translations
5 translations compared side by side
Odia - 1840
"ମୁଁ ସଦାପ୍ରଭୁ, ମୁଁ ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳ ରେ ଲବେୀୟମାନଙ୍କୁ ଗ୍ରହଣ କରିବୁ। ପୁଣି ଇଶ୍ରାୟେଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳ ରେ ଲବେୀୟମାନଙ୍କର ପଶୁ ଗ୍ରହଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସଦାପ୍ରଭୁ, ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟ-ମାନଙ୍କୁ ଗ୍ରହଣ କରିବ; ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାପ୍ରଭୁ, ମୁଁ ଇସ୍ରାଏଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ଲୋକ ବଦଳରେ ଲେବୀୟମାନଙ୍କୁ ଗ୍ରହଣ କରିବି। ପୁଣି ଇସ୍ରାଏଲ ଲୋକମାନଙ୍କର ସମସ୍ତ ପ୍ରଥମଜାତ ପଶୁ ବଦଳରେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।