Numbers 3:42 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଇଶ୍ରାୟେଲର ଲୋକ ମଧିଅରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଇସ୍ରାଏଲର ଲୋକ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।