Numbers 3:43 — Compare Translations
5 translations compared side by side
Odia - 1840
"ପୁଣି ଏକ ମାସରୁ ଅଧିକ ବଯସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ଯା ନୁସା ରେ ସମାନଙ୍କେର ସଂଖ୍ଯା 22,273 ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ ସଂଖ୍ୟାନୁସାରେ ସେମାନଙ୍କର ସଂଖ୍ୟା 22,273 ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ-ସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।