Numbers 3:45 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମସ୍ତ ଲବେୀୟ ଏବଂ ତାଙ୍କର ସମସ୍ତ ପଶୁ ଇଶ୍ରାୟେଲର ପ୍ରଥମଜାତ ଏବଂ ଇଶ୍ରାୟେଲର ପଶୁମାନଙ୍କ ପ୍ରଥମ ଜାତ ବଦଳ ରେ ଗ୍ରହଣ କର। ଆଉ ଲବେୀୟମାନେ ମାରେ ହବେେ, ମୁଁ ସଦାପ୍ରଭୁ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ସମସ୍ତ ଲେବୀୟ ଏବଂ ତାଙ୍କର ସମସ୍ତ ପଶୁ ଇସ୍ରାଏଲର ପ୍ରଥମଜାତ ଏବଂ ଇସ୍ରାଏଲର ପଶୁମାନଙ୍କ ପ୍ରଥମଜାତ ବଦଳରେ ଗ୍ରହଣ କର। ଆଉ ଲେବୀୟମାନେ ମୋର ହେବେ, ମୁଁ ସଦାପ୍ରଭୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।