Numbers 3:46 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ରେ ଲବେୀୟମାନଙ୍କଠାରୁ 273 ଅଧିକ ପ୍ରଥମ ଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚଯ ମୁକୁଳା ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରେ ଲେବୀୟମାନଙ୍କଠାରୁ 273 ଅଧିକ ପ୍ରଥମଜାତ ପୁରୁଷ ଅଛନ୍ତି, ଏହି ଅଧିକ ପ୍ରଥମଜାତ ପୁରୁଷଗଣ ନିଶ୍ଚୟ ମୁକୁଳା ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,