Numbers 3:48 — Compare Translations

5 translations compared side by side

Odia - 1840
"ସହେି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ଯ ଦିଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି 273 ଅଧିକ ପ୍ରଥମଜାତ ପୁରୁଷଙ୍କର ମୁକୁଳାଇବା ନିମନ୍ତେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କୁ ମୂଲ୍ୟ ଦିଅ।‌”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।