Numbers 3:49 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ସହେି ପ୍ରଥମଜାତ ପୁରୁଷମାନଙ୍କୁ ମୁକୁଳାଇବା ନିମନ୍ତେ ମୁଦ୍ରା ଏକତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଲେବୀୟମାନଙ୍କ ଦ୍ଵାରା ମୁକ୍ତ ଲୋକଙ୍କ ଛଡ଼ା ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ସେହି ପ୍ରଥମଜାତ ପୁରୁଷମାନଙ୍କୁ ମୁକୁଳାଇବା ନିମନ୍ତେ ମୁଦ୍ରା ଏକତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।