Numbers 3:50 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସହେି ମୂଲ୍ଯ ନେଲେ; ସେ ପବିତ୍ରସ୍ଥାନର ଶକେଲ ଅନୁସାରେ 1,365 ଶକେଲ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକ-ମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପୁତ୍ରଗଣ ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ 1365 ଶେକଲ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;