Numbers 3:51 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସହେି ମୁକ୍ତି ମୁଲ୍ଯ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ସେହି ମୁକ୍ତି ମୂଲ୍ୟ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।