Numbers 3:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ଲବେୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖ ରେ ଉପସ୍ଥିତ କରାଅ, ସମାନେେ ତାହାର ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଲେବୀ ଗୋଷ୍ଠୀର ସମସ୍ତ ଲୋକଙ୍କୁ ଆଣି ହାରୋଣ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।