Numbers 3:7 — Compare Translations

5 translations compared side by side

Odia - 1840
"ସମାନଙ୍କେର ସମାଗମ ତମ୍ବୁ ନିକଟରେ ରକ୍ଷକ ହବେେ। ସମଗ୍ର ଇଶ୍ରାୟେଲ ସମାଜ ପାଇଁ ସମାନେେ ମଧ୍ଯ ପବିତ୍ର ଛାଉଣୀର କାର୍ୟ୍ଯ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ତଳୀର ରକ୍ଷଣୀୟ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ସମାଗମ-ତମ୍ବୁ ନିକଟରେ ରକ୍ଷକ ହେବେ। ସମଗ୍ର ଇସ୍ରାଏଲ ସମାଜ ପାଇଁ ସେମାନେ ମଧ୍ୟ ପବିତ୍ର ଛାଉଣିରେ କାର୍ଯ୍ୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।